ଗୀତସଂହିତା 99:4 - ପବିତ୍ର ବାଇବଲ4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି। ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ। ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। Gade chapit laଓଡିଆ ବାଇବେଲ4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। Gade chapit la |
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”