ଗୀତସଂହିତା 99:5 - ପବିତ୍ର ବାଇବଲ5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। Gade chapit laଓଡିଆ ବାଇବେଲ5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। Gade chapit la |
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, “ହେ ମୋର ଭ୍ରାତା ଓ ମୋର ଲୋକଗଣ, ମୋର କଥା ଶୁଣ। ମୋର ହୃଦୟରେ ମୁଁ ସଦାପ୍ରଭୁଙ୍କ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ଇଚ୍ଛା କରିଥିଲି। ପରମେଶ୍ୱରଙ୍କ ପାଦପୀଠ ହେବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ୱରଙ୍କ ସେହି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନେକ ଯୋଜନାମାନ କରିଥିଲି।