ଗୀତସଂହିତା 99:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ। ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ। Gade chapit laଓଡିଆ ବାଇବେଲ8 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। Gade chapit la |