ପ୍ରକାଶିତ 1:15 - ପବିତ୍ର ବାଇବଲ15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ତାହାଙ୍କ ପାଦ ଭାଟୀରେ ପରିଷ୍କୃତ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ ଓ ତାହାଙ୍କ ସ୍ଵର ମହା ଜଳକଲ୍ଲୋଳର ସଦୃଶ। Gade chapit laଓଡିଆ ବାଇବେଲ15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ । Gade chapit laପବିତ୍ର ବାଇବଲ (CL) NT (BSI)15 ତାଙ୍କ ପାଦ ଦୁଇଟି ଅଗ୍ନିରେ ଶୁଦ୍ଧ ପିତ୍ତଳ ପରି ଝଟକୁ ଥିଲା ଏବଂ ତାଙ୍କର କଣ୍ଠସ୍ୱର ଜଳପ୍ରପାତ ପରି ନିନାଦିତ ହେଉଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ। Gade chapit la |