ପ୍ରକାଶିତ 10:3 - ପବିତ୍ର ବାଇବଲ3 ସେ ସିଂହ ଗର୍ଜନ ପରି ଜୋର୍ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ। Gade chapit laଓଡିଆ ବାଇବେଲ3 ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ସିଂହ ଗର୍ଜନ ପରି ହୁଙ୍କାର କରି ସେ ଆହ୍ୱାନ କଲେ, ଠିକ୍ ସେହିପରି ହୁଙ୍କାର କରି ସାତଟି ମେଘ ଏହି ଆହ୍ୱାନର ଉତ୍ତର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ। Gade chapit la |