ପ୍ରକାଶିତ 14:1 - ପବିତ୍ର ବାଇବଲ1 ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ, ଆଉ ଯେଉଁମାନଙ୍କ କପାଳରେ। ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କୁ ତାହାଙ୍କ ସହିତ ଦଣ୍ତାୟମାନ ଥିବାର ଦେଖିଲି। Gade chapit laଓଡିଆ ବାଇବେଲ1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି । Gade chapit laପବିତ୍ର ବାଇବଲ (CL) NT (BSI)1 ଅନନ୍ତର ମୁଁ ଦେଖିଲି, ମେଷଶାବକ ସିୟୋନ ପର୍ବତ ଉପରେ ଠିଆ ହୋଇଛନ୍ତି। ତାଙ୍କ ସଙ୍ଗରେ ଏକ ଲକ୍ଷ ଚଉରାଳିଶ ହଜାର ଜଣ ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାଙ୍କ ପିତାଙ୍କର ନାମ ଲିଖିତ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି। Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।