ପ୍ରକାଶିତ 14:19 - ପବିତ୍ର ବାଇବଲ19 ତା'ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିରେ ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ଵରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ତରେ ସେହିସବୁ ନିକ୍ଷେପ କଲେ। Gade chapit laଓଡିଆ ବାଇବେଲ19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ତେଣୁ ଦୂତ ତାଙ୍କର ଦାଆ ଚଳାଇ ଦ୍ରାକ୍ଷାଲତାଗୁଡ଼କରୁ ଦ୍ରାକ୍ଷା କାଟି ପକାଇଲେ ଏବଂ ସେଗୁଡ଼ିକ ଈଶ୍ୱରଙ୍କ ମହାକ୍ରୋଧର ଦ୍ରାକ୍ଷାପେଷଣ କୁଣ୍ଡରେ ପକାଇ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ। Gade chapit la |