ପ୍ରକାଶିତ 16:13 - ପବିତ୍ର ବାଇବଲ
13 ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟଦ୍ବକ୍ତା ମୁଖରୁ ବାହାରି ଆସିଲେ।
Gade chapit la Kopi
13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
Gade chapit la Kopi
13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
Gade chapit la Kopi
13 ତାହାପରେ ମୁଁ ବେଙ୍ଗ ଆକୃତିର ତିନୋଟି ପ୍ରେତାତ୍ମା ଦେଖିଲି। ସେଗୁଡ଼ିକ ପୂର୍ବୋକ୍ତ ସର୍ପ, ପଶୁ ଓ ଭଣ୍ଡ ଭାବବାଦୀର ମୁଖରୁ ବାହାରୁ ଥିଲେ।
Gade chapit la Kopi
13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
Gade chapit la Kopi