ପ୍ରକାଶିତ 16:18 - ପବିତ୍ର ବାଇବଲ18 ତା'ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। Gade chapit laଓଡିଆ ବାଇବେଲ18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)18 ତତ୍କ୍ଷଣାତ୍ ବିଦ୍ୟୁତ୍ ଚମକିଲା, ବଜ୍ରନାଦ ଓ ଏକ ପ୍ରଚଣ୍ଡ ଭୂମିକମ୍ପ ହେଲା। ମନୁଷ୍ୟ ସୃଷ୍ଟିର ଆରମ୍ଭରୁ ଏପରି ଭୂମିକମ୍ପ କେବେ ହୋଇ ନାହିଁ; ଏହା ଥିଲା ସବୁଠାରୁ ଭୟାବହ ଭୂମିକମ୍ପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।