ପ୍ରକାଶିତ 16:4 - ପବିତ୍ର ବାଇବଲ4 ତୃତୀୟ ସ୍ୱର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା। Gade chapit laଓଡିଆ ବାଇବେଲ4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା । Gade chapit laପବିତ୍ର ବାଇବଲ (CL) NT (BSI)4 ତାହାପରେ ତୃତୀୟ ଦୂତଙ୍କ ପାତ୍ରରେ ଯାହା ଥିଲା, ତାହା ସେ ନଦୀ ଓ ଝରଣାଗୁଡ଼ିକ ଉପରେ ଢ଼ାଳିଦେଲେ ଏବଂ ସେ ସବୁର ଜଳ ରକ୍ତରେ ପରିଣତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।