Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:2 - ପବିତ୍ର ବାଇବଲ

2 ପୃଥିବୀର ରାଜାମାନେ ତା'ସହିତ ଯୌନପାପ (ବ୍ୟଭିଗ୍ଭର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ୟଭିଗ୍ଭର ରୂପ ସୁରାରେ ମାତାଲ୍ ହୋଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି,।

Gade chapit la Kopi

ଓଡିଆ ବାଇବେଲ

2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପୃଥିବୀର ରାଜାଗଣ ସେହି ବେଶ୍ୟା ସହିତ ବ୍ୟଭିଚାର କରିଛନ୍ତି ଏବଂ ପୃଥିବୀର ଜନସାଧାରଣ ତାହାର ବ୍ୟଭିଚାରରୂପ ସୁରାପାନ କରି ମତୁଆଳ ହୋଇଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।

Gade chapit la Kopi




ପ୍ରକାଶିତ 17:2
14 Referans Kwoze  

ତା'ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”


ପୃଥିବୀର ସବୁ ଲୋକମାନେ ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି।


“ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା'ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା'ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ।


ତୋ’ ପାଖରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି ଆଉ କେବେ ହେଲେ ଶୁଣାଯିବ ନାହିଁ। ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।


ସେମାନେ ତାହାଙ୍କର ଶାସନ କ୍ଷମତା ସେହି ପଶୁକୁ ଦେବା ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ୱର ସେମାନଙ୍କ ମନରେ ଏକ ଇଚ୍ଛା ଦେବେ। ଏହା ଦ୍ୱାରା ପରମେଶ୍ୱର କହିଥିବା ବାକ୍ୟ ସଫଳ ହେବା ପର୍ଯ୍ୟନ୍ତ ସେମାନେ ଶାସନ କରିବେ।


ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।


ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ସମାନ। ସେମାନେ ସେମାନଙ୍କର କ୍ଷମତା ଓ ଅଧିକାର ସେହି ପଶୁକୁ ଦେବେ।


ନୀନିବୀରେ ଅତ୍ୟନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ଯିଏ କି ତା'ର ଗଣିକା କାର୍ଯ୍ୟ ପାଇଁ ରାଜ୍ୟକୁ କ୍ରୀତଦାସ କଲା। ସେ ତା'ର ଯାଦୁ ବଳରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।


ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ମାତାଲ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଅଛ।”


“ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା'ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା'ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି।


ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ।


ତା'ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା: ମହାନ୍ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସବୁ ଘୃଣ୍ୟ ବିଷୟସକଳର ମାତା।


ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।


Swiv nou:

Piblisite


Piblisite