ପ୍ରକାଶିତ 18:1 - ପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା । Gade chapit laପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବା ଦେଖିଲି। ସେ ମହାକ୍ଷମତାପନ୍ନ ଥିଲେ ଓ ତାଙ୍କର କାନ୍ତି ସମଗ୍ର ପୃଥିବୀକୁ ଉଜ୍ଜ୍ୱଳ କରୁଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା। Gade chapit la |