ପ୍ରକାଶିତ 18:12 - ପବିତ୍ର ବାଇବଲ12 ସେମାନେ ସୁନା, ରୂପା, ମୂଲ୍ୟବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରତ୍ୟେକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠ ଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ୟବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥରରେ ନିର୍ମିତ ଶିଳ୍ପଦ୍ରବ୍ୟ; Gade chapit laପବିତ୍ର ବାଇବଲ (Re-edited) - (BSI)12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବସ୍ତ୍ର, ପଟ୍ଟବସ୍ତ୍ର, ସିନ୍ଦୂରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତିଦନ୍ତର ସର୍ବପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ, Gade chapit laଓଡିଆ ବାଇବେଲ12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ବସ୍ତ୍ର, ପଟୁବସ୍ତ୍ର, ସିନ୍ଦୁରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର (ମାର୍ବଲ୍) ନିର୍ମିତ ସମସ୍ତ ପ୍ରକାର ବସ୍ତୁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ, Gade chapit la |