ପ୍ରକାଶିତ 19:11 - ପବିତ୍ର ବାଇବଲ11 ତା'ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି। Gade chapit laଓଡିଆ ବାଇବେଲ11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)11 ତାହାପରେ ମୁଁ ଦେଖିଲି, ସ୍ୱର୍ଗଦ୍ୱାର ଉନ୍ମୁକ୍ତ ଓ ସେଠାରେ ଏକ ଶ୍ୱେତ ବର୍ଣ୍ଣ ଅଶ୍ୱ। ତାହାର ଆରୋହୀ ବିଶ୍ୱସ୍ତ ଓ ସତ୍ୟ ନାମରେ ପରିଚିତ। ତାଙ୍କ ବିଚାର ନ୍ୟାୟପର ଓ ସେ ଧର୍ମଯୁଦ୍ଧରେ ନିୟୋଜିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି। Gade chapit la |
ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।