Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:21 - ପବିତ୍ର ବାଇବଲ

21 ସେମାନଙ୍କର ସେନାବାହିନୀଗଣ ଅଶ୍ୱାରୋହୀଙ୍କ ମୁଖରୁ ବାହାରିଥିବା ଖ‌‌ଡ଼୍‌ଗରେ ନିହତ ହେଲେ। ସମସ୍ତ ପକ୍ଷୀଗଣ ସେମାନଙ୍କର ଏହି ଶରୀରଗୁଡ଼ିକୁ ପେଟ ପୁରିବା ପର୍ଯ୍ୟନ୍ତ ଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍‍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।

Gade chapit la Kopi




ପ୍ରକାଶିତ 19:21
4 Referans Kwoze  

ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀ‌କ୍ଷ୍‌ଣ ଦୁଇଧାର ଯୁକ୍ତ ଖ‌‌ଡ଼୍‌ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।


ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସେମାନେ ସେହି ବେଶ୍ୟାକୁ ଘୃଣା କରିବେ। ସେମାନେ ତା'ର ସବୁ ନେଇଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦେବେ। ସେମାନେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନିରେ ପୋଡ଼ି ଦେବେ।


Swiv nou:

Piblisite


Piblisite