ପ୍ରକାଶିତ 19:8 - ପବିତ୍ର ବାଇବଲ8 କନ୍ୟାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।” (ସୂକ୍ଷ୍ମ ବସ୍ତ୍ରର ଅର୍ଥ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ଉତ୍ତମ କାର୍ଯ୍ୟ, ଯାହାସବୁ ସେମାନେ କରିଥିଲେ।) Gade chapit laପବିତ୍ର ବାଇବଲ (Re-edited) - (BSI)8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ। Gade chapit laଓଡିଆ ବାଇବେଲ8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ । Gade chapit laପବିତ୍ର ବାଇବଲ (CL) NT (BSI)8 ତାଙ୍କର ପରିଧାନ ନିମନ୍ତେ ସେ ଶୁକ୍ଲ ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପାଇଛନ୍ତି।” (ସାଧୁମାନଙ୍କର ପୁଣ୍ୟ କର୍ମ ହେଉଛି, ସେହି ସୂକ୍ଷ୍ମ ବସ୍ତ୍ର)। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।” Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।