ପ୍ରକାଶିତ 2:11 - ପବିତ୍ର ବାଇବଲ11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ। Gade chapit laଓଡିଆ ବାଇବେଲ11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 “ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ଦ୍ୱିତୀୟ ମୃତ୍ୟୁ ସେମାନଙ୍କୁ ସ୍ପର୍ଶ କରି ପାରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।” Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।