ପ୍ରକାଶିତ 20:15 - ପବିତ୍ର ବାଇବଲ15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। Gade chapit laଓଡିଆ ବାଇବେଲ15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା । Gade chapit laପବିତ୍ର ବାଇବଲ (CL) NT (BSI)15 ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।