Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:13 - ପବିତ୍ର ବାଇବଲ

13 ସେଠାରେ ପୂର୍ବ ଦିଗରେ ତିନୋଟି ପ୍ରବେଶ ଦ୍ୱାରା, ଉତ୍ତରରେ ତିନୋଟି ପ୍ରବେଶ ଦ୍ୱାର, ଦକ୍ଷିଣରେ ତିନୋଟି ପ୍ରବେଶ ଦ୍ୱାର ଏବଂ ପଶ୍ଚିମ ଦିଗରେ ତିନୋଟି ଦ୍ୱାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୂର୍ବରେ ତିନି ଦ୍ଵାର, ଉତ୍ତରରେ ତିନି ଦ୍ଵାର, ଦକ୍ଷିଣରେ ତିନି ଦ୍ଵାର ଓ ପଶ୍ଚିମରେ ତିନି ଦ୍ଵାର।

Gade chapit la Kopi

ଓଡିଆ ବାଇବେଲ

13 ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପ୍ରାଚୀରର ପ୍ରତ୍ୟେକ ପାଶ୍ୱର୍ରେ ତିନୋଟି ଦ୍ୱାର ରହିଥିଲା - ପୂର୍ବରେ ତିନୋଟି, ଦକ୍ଷିଣରେ ତିନୋଟି, ଉତ୍ତରରେ ତିନୋଟି ଓ ପଶ୍ଚିମରେ ତିନୋଟି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।

Gade chapit la Kopi




ପ୍ରକାଶିତ 21:13
3 Referans Kwoze  

ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।


ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।


Swiv nou:

Piblisite


Piblisite