ପ୍ରକାଶିତ 21:14 - ପବିତ୍ର ବାଇବଲ14 ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ସେହି ନଗରୀର ପ୍ରାଚୀରର ଦ୍ଵାଦଶ ଭିତ୍ତିମୂଳ, ସେହିସବୁ ଉପରେ ମେଷଶାବକଙ୍କ ଦ୍ଵାଦଶ ପ୍ରେରିତଙ୍କ ଦ୍ଵାଦଶ ନାମ ଲିଖିତ ଅଛି। Gade chapit laଓଡିଆ ବାଇବେଲ14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ନଗରୀର ଏହି ପ୍ରାଚୀର, ଦ୍ୱାଦଶ ପ୍ରସ୍ତର ଭିତ୍ତିମୂଳ ଉପରେ ନିର୍ମିତ ହୋଇଥିଲା ଏବଂ ସେହି ଦ୍ୱାଦଶ ଭିତ୍ତିମୂଳ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତ ଶିଷ୍ୟଙ୍କର ନାମ ଲେଖା ହୋଇଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି। Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”