Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:18 - ପବିତ୍ର ବାଇବଲ

18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

Gade chapit la Kopi

ଓଡିଆ ବାଇବେଲ

18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପ୍ରାଚୀରଟି ସୂର୍ଯ୍ୟକାନ୍ତ ମଣିରେ ନିର୍ମିତ ହୋଇଥିଲା ଓ ନଗରୀ ନିର୍ମିତ ହୋଇଥିଲା, କାଚ ପରି ସ୍ୱଚ୍ଛ ବିଶୁଦ୍ଧ ସୁବର୍ଣ୍ଣରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

Gade chapit la Kopi




ପ୍ରକାଶିତ 21:18
6 Referans Kwoze  

ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା।


ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।


ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା।


ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା। ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା।


ଉଭୟ କୋଠରୀର ଚଟାଣ ମଧ୍ୟ ସୁବର୍ଣ୍ଣରେ ଆବୃତ ହୋଇଥିଲା।


ସୌନ୍ଦର୍ଯ୍ୟତା ନିମନ୍ତେ ମନ୍ଦିରରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ୟବହାର କରୁଥିଲେ, ସେଗୁଡ଼ିକ ପର୍ବୟିମ ଦେଶରୁ ଆସିଥିଲା।


Swiv nou:

Piblisite


Piblisite