Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:20 - ପବିତ୍ର ବାଇବଲ

20 ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପଞ୍ଚମ ପୁଲକମଣିର, ଷଷ୍ଠ ମାଣିକ୍ୟମଣିର, ସପ୍ତମ ପୁଷ୍ପରାଗମଣିର, ଅଷ୍ଟମ ଫିରୋଜ୍ମଣିର, ନବମ ଗୋମେଦକମଣିର, ଦଶମ ଲଶୁନୀୟମଣିର, ଏକାଦଶ ଇନ୍ଦ୍ରନୀଳମଣିର ଓ ଦ୍ଵାଦଶ ସୁଗନ୍ଧମଣିର।

Gade chapit la Kopi

ଓଡିଆ ବାଇବେଲ

20 ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପଞ୍ଚମରେ ପୁଲକ ମଣି, ଷଷ୍ଠରେ ମାଣିକ୍ୟ, ସପ୍ତମଟିରେ ପୁଷ୍ପରାଗ ମଣି, ଅଷ୍ଟମରେ ଫିରୋଜ ମଣି, ନବମରେ ଗୋମେଦକ ମଣି, ଦଶମରେ ଲଶୁନୀୟ ମଣି, ଏକାଦଶରେ ଇନ୍ଦ୍ରନୀଳ ମଣି ଓ ଦ୍ୱାଦଶଟିରେ ସୁଗନ୍ଧ ମଣି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।

Gade chapit la Kopi




ପ୍ରକାଶିତ 21:20
4 Referans Kwoze  

ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।


ତା'ପରେ ମୁଁ ଅନାଇ ଦେଖିଲି ଏକ କିରୂବର ପାର୍ଶ୍ୱରେ ଏକ ଚକ ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାର୍ଶ୍ୱରେ ଏକାଠି ଗ୍ଭରି ଚକ ଥିଲା। ଏବଂ ସେହି ଚକମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।


ତେଣୁ ସେମାନେ ମଧ୍ୟ ଦ୍ରାକ୍ଷାବଗିଗ୍ଭକୁ କାମ କରିବାକୁ ଗଲେ। “ପୁଣି ପ୍ରାୟ ବାରଟା ବେଳେ ଓ ଆଉଥରେ ପ୍ରାୟ ତିନିଟା ବେଳେ ସେ ଘରୁ ଯାଇ ପୂର୍ବଭଳି ଆଉ କେତେକ ଶ୍ରମିକଙ୍କୁ ଆଣିଲେ।


କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ୟ ଜ୍ଞାନଭଳି ମୂଲ୍ୟବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳରେ ଜ୍ଞାନ କିଣି ପାରିବ ନାହିଁ।


Swiv nou:

Piblisite


Piblisite