ପ୍ରକାଶିତ 21:24 - ପବିତ୍ର ବାଇବଲ24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ଵର୍ଯ୍ୟ ତାହା ମଧ୍ୟକୁ ଆଣିବେ। Gade chapit laଓଡିଆ ବାଇବେଲ24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ । Gade chapit laପବିତ୍ର ବାଇବଲ (CL) NT (BSI)24 ପୃଥିବୀର ସମଗ୍ର ମାନବ ଜାତି ତାହାର ଆଲୋକରେ ଗମନାଗମନ କରିବେ। ପୃଥିବୀର ରାଜାମାନେ ଏଠାରେ ସେମାନଙ୍କର ଧନ ସମ୍ପତ୍ତି ଆଣି ଉତ୍ସର୍ଗ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।