Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:26 - ପବିତ୍ର ବାଇବଲ

26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଲୋକେ ଜାତିସମୂହର ଐଶ୍ଵର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ।

Gade chapit la Kopi

ଓଡିଆ ବାଇବେଲ

26 ଲୋକେ ଜାତିସମୂହର ଏୗଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସବୁ ଦେଶର ଐଶ୍ୱର୍ଯ୍ୟ ଓ ମହିମା ଏହି ନଗରୀରେ ଆସି ଠୁଳ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଲୋକେ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ।

Gade chapit la Kopi




ପ୍ରକାଶିତ 21:26
5 Referans Kwoze  

ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ।


ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି ଆଣନ୍ତୁ।


ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ତୁମ୍ଭ ନଗରୀର ଦ୍ୱାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସେଗୁଡ଼ିକ ଦିବାରାତ୍ରି ବନ୍ଦ ହେବ ନାହିଁ। ତେଣୁ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତା’ ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।


ତୁମ୍ଭେ ଯାହା ଗ୍ଭହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦେବ। ଏହା ଏକ ଶିଶୁ ପରି ହେବ ଯେ କି ଆପଣା ମା’ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ୱର୍ଯ୍ୟ ପାନ କରିବ। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁ ତାହା ତୁମ୍ଭେ ଜାଣିବ।


Swiv nou:

Piblisite


Piblisite