ପ୍ରକାଶିତ 22:19 - ପବିତ୍ର ବାଇବଲ19 ଯଦି କୌଣସି ବ୍ୟକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକରୁ କିଛି କାଢ଼ି ଦିଏ, ତେବେ ପରମେଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନେବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ। Gade chapit laଓଡିଆ ବାଇବେଲ19 ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)19 ଏବଂ ଏହି ପୁସ୍ତକର ଭବିଷ୍ୟଦ୍ବାଣୀରୁ କେହି ଯଦି କିଛି ବାଦ୍ ଦିଏ, ତେବେ ଈଶ୍ୱର ତାକୁ ଏହି ପୁସ୍ତକବର୍ଣ୍ଣିତ ଜୀବନ-ବୃକ୍ଷର ଫଳରୁ ଓ ପବିତ୍ର ନଗରୀରୁ ବଞ୍ଚିତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ। Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।