ପ୍ରକାଶିତ 22:4 - ପବିତ୍ର ବାଇବଲ4 ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ। Gade chapit laଓଡିଆ ବାଇବେଲ4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ । Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନେ ତାଙ୍କର ମୁଖ ଦେଖିବେ ଏବଂ ସେମାନଙ୍କ କପାଳରେ ତାଙ୍କର ନାମ ଲେଖାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ। Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।