ପ୍ରକାଶିତ 3:13 - ପବିତ୍ର ବାଇବଲ13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)13 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। Gade chapit laଓଡିଆ ବାଇବେଲ13 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । Gade chapit laପବିତ୍ର ବାଇବଲ (CL) NT (BSI)13 “ଯାହାର ଶୁଣିବା ଶକ୍ତି ଅଛି, ସେ ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” Gade chapit la |