ପ୍ରକାଶିତ 3:16 - ପବିତ୍ର ବାଇବଲ16 କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହୋଇ ନାତିଶୀତଷ୍ଣୋ ହେବାରୁ ମୁଁ ତୁମକୁ ମୁଖରୁ ଉଦ୍ଗାର କରି ବାହାର କରିଦେବି। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ଉଦ୍ଗାର କରିବାକୁ ଯାଉଅଛୁ। Gade chapit laଓଡିଆ ବାଇବେଲ16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)16 କିନ୍ତୁ ତୁମ୍ଭେମାନେ ଶୀତଳ ବା ଉତ୍ତପ୍ତ ନ ହୋଇ ଈଷତ୍ଉଷ୍ଣ ହୋଇଥିବାରୁ, ମୁଁ ତୁମକୁ ମୋ’ ମୁଖରୁ ଉଦ୍ଗାର କରିବି! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ। Gade chapit la |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।