ପ୍ରକାଶିତ 3:20 - ପବିତ୍ର ବାଇବଲ20 ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଦେଖ, ଆମ୍ଭେ ଦ୍ଵାର ନିକଟରେ ଠିଆ ହୋଇ ଆଘାତ କରୁଅଛୁ; ଯଦି କେହି ଆମ୍ଭର ସ୍ଵର ଶୁଣି ଦ୍ଵାର ଫିଟାଇଦେବ, ତାହାହେଲେ ଆମ୍ଭେ ପ୍ରବେଶ କରି ତାହା ନିକଟକୁ ଯିବୁ, ପୁଣି ଆମ୍ଭେ ତାହା ସହିତ ଭୋଜନ କରିବୁ ଓ ସେ ଆମ୍ଭ ସହିତ ଭୋଜନ କରିବ। Gade chapit laଓଡିଆ ବାଇବେଲ20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ । Gade chapit laପବିତ୍ର ବାଇବଲ (CL) NT (BSI)20 ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ। Gade chapit la |