Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:22 - ପବିତ୍ର ବାଇବଲ

22 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।’’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।

Gade chapit la Kopi

ଓଡିଆ ବାଇବେଲ

22 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 “ଶୁଣିବାକୁ ଶକ୍ତି ଥିଲେ, ଈଶ୍ୱରଙ୍କ ଆତ୍ମା ମଣ୍ଡଳୀମାନଙ୍କୁ କ’ଣ କହୁଛନ୍ତି, ଶୁଣ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

Gade chapit la Kopi




ପ୍ରକାଶିତ 3:22
8 Referans Kwoze  

“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। “ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।


“ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”


Swiv nou:

Piblisite


Piblisite