ପ୍ରକାଶିତ 3:6 - ପବିତ୍ର ବାଇବଲ6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)6 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। Gade chapit laଓଡିଆ ବାଇବେଲ6 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । Gade chapit laପବିତ୍ର ବାଇବଲ (CL) NT (BSI)6 “ଶୁଣିବାକୁ କାନ ଥିଲେ, ମଣ୍ଡଳୀମାନଙ୍କୁ ପବିତ୍ରାତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” Gade chapit la |