ପ୍ରକାଶିତ 5:10 - ପବିତ୍ର ବାଇବଲ10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ। Gade chapit laଓଡିଆ ବାଇବେଲ10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)10 ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।