ପ୍ରକାଶିତ 5:5 - ପବିତ୍ର ବାଇବଲ5 କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)5 ତା’ପରେ ବୟୋଜ୍ୟେଷ୍ଠ ନେତାମାନଙ୍କ ମଧ୍ୟରୁ ଜଣେ ମୋତେ ଆଶ୍ୱାସନା ଦେଇ କହିଲେ, “କାନ୍ଦ ନାହିଁ, ଦେଖ! ଦାଉଦଙ୍କର ମହାନ ବଂଶଧର, ଯିହୁଦା ଗୋଷ୍ଠୀର ସିଂହ ବିଜୟୀ ହୋଇ ଆସିଛନ୍ତି; ସେ ଏହି ସାତଟିଯାକ ମୋହର ଭାଙ୍ଗି ପାଣ୍ଡୁଲିପି ଖୋଲିବାକୁ ସକ୍ଷମ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। Gade chapit la |