Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:7 - ପବିତ୍ର ବାଇବଲ

7 ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।

Gade chapit la Kopi

ଓଡିଆ ବାଇବେଲ

7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ମେଷଶାବକ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ନିକଟକୁ ଯାଇ ତାଙ୍କ ଡ଼ାହାଣ ହାତରୁ ପାଣ୍ଡୁଲିପିଟି ନେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।

Gade chapit la Kopi




ପ୍ରକାଶିତ 5:7
3 Referans Kwoze  

ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା।


ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ।


Swiv nou:

Piblisite


Piblisite