ପ୍ରକାଶିତ 6:17 - ପବିତ୍ର ବାଇବଲ17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ? Gade chapit laଓଡିଆ ବାଇବେଲ17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ? Gade chapit laପବିତ୍ର ବାଇବଲ (CL) NT (BSI)17 ସେମାନଙ୍କ କ୍ରୋଧର ଭୟଙ୍କର ଦିବସ ଉପସ୍ଥିତ। କିଏ ତାହା ପ୍ରତିରୋଧ କରିପାରିବ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ? Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”