ପ୍ରକାଶିତ 6:7 - ପବିତ୍ର ବାଇବଲ7 ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। Gade chapit laଓଡିଆ ବାଇବେଲ7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ । Gade chapit laପବିତ୍ର ବାଇବଲ (CL) NT (BSI)7 ତାହାପରେ, ମେଷଶାବକ ଚତୁର୍ଥ ମୋହର ଭାଙ୍ଗିଲେ ଏବଂ ଚତୁର୍ଥ ପ୍ରାଣୀ ମୋତେ କହିଲେ, “ଆସ!” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। Gade chapit la |