ପ୍ରକାଶିତ 7:13 - ପବିତ୍ର ବାଇବଲ13 ତା'ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? Gade chapit laଓଡିଆ ବାଇବେଲ13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)13 ବୟୋଜ୍ୟେଷ୍ଠମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, “ଶୁକ୍ଲ ବସ୍ତ୍ରପରିହିତ ସେହି ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଛନ୍ତି?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? Gade chapit la |