ପ୍ରକାଶିତ 7:3 - ପବିତ୍ର ବାଇବଲ3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ। Gade chapit laଓଡିଆ ବାଇବେଲ3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)3 ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।