Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:5 - ପବିତ୍ର ବାଇବଲ

5 ଯିହୂଦା ପରିବାରବର୍ଗରୁ 12,000 ରୁବେନ ପରିବାରବର୍ଗରୁ 12,000 ଗାଦ୍ ପରିବାରବର୍ଗରୁ 12,000

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର,

Gade chapit la Kopi

ଓଡିଆ ବାଇବେଲ

5 ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5-8 ପ୍ରତ୍ୟେକ ଗୋଷ୍ଠୀରୁ ବାର ହଜାର ହିସାବରେ ସମୁଦାୟ ୧,୪୪,୦୦୦ ଜଣ: ଯିହୁଦା, ରୁବେନ୍, ଗାଦ୍, ଆଶେର୍, ନପ୍ତାଲୀ, ମାନାଶେ, ଶିମିୟୋନ, ଲେବୀ, ଇଷାଖାର, ଜେବୁଲନ, ଯୋଷେଫ, ବେଞ୍ଜାମିନ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,

Gade chapit la Kopi




ପ୍ରକାଶିତ 7:5
8 Referans Kwoze  

ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।


ଆଶେର ପରିବାରବର୍ଗରୁ 12,000 ନପ୍ତାଲି ପରିବାରବର୍ଗରୁ 12,000 ମନଃଶି ପରିବାରବର୍ଗରୁ 12,000


Swiv nou:

Piblisite


Piblisite