ପ୍ରକାଶିତ 7:7 - ପବିତ୍ର ବାଇବଲ7 ଶିମିୟୋନ ପରିବାରବର୍ଗରୁ 12,000 ଲେବୀ ପରିବାରବର୍ଗରୁ 12,000 ଇସାଖର ପରିବାରବର୍ଗରୁ 12,000 Gade chapit laପବିତ୍ର ବାଇବଲ (Re-edited) - (BSI)7 ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର, Gade chapit laଓଡିଆ ବାଇବେଲ7 ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର, Gade chapit la |
ଯିହୁଦାର ପରିବାରବର୍ଗ ସେମାନଙ୍କର ଭାଇମାନେ ଶିମିୟୋନର ପରିବାରବର୍ଗକୁ ସାହାଯ୍ୟ ମାଗିଲେ। ଯିହୁଦା ଲୋକମାନେ କହିଲେ, “ଭାଇମାନେ, ସଦାପ୍ରଭୁ ଆମ୍ଭକୁ କିଛି ଭୂମି ଦେବାକୁ ପ୍ରତିଜ୍ଞା କରିଅଛନ୍ତି। ଯଦି ତୁମ୍ଭେ ଆମ୍ଭର ଭୂମି ପାଇଁ ଆମ୍ଭର ଯୁଦ୍ଧରେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ତୁମ୍ଭକୁ ସାହାଯ୍ୟ କରିବୁ।” ଶିମିୟୋନର ଲୋକମାନେ ସେମାନଙ୍କର ଭୂମି ପାଇଁ ସେମାନଙ୍କୁ ଯୁଦ୍ଧରେ ସାହାଯ୍ୟ କରିବାକୁ ରାଜି ହେଲେ।