ପ୍ରକାଶିତ 8:10 - ପବିତ୍ର ବାଇବଲ10 ଯେତେବେଳେ ତୃତୀୟ ସ୍ୱର୍ଗଦୂତ ତୂରୀ ବଜାଇଲେ, ସେତେବେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥାରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀୟାଂଶ ନଦୀ ଓ ଏକ ତୃତୀୟାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୃତୀୟ ଦୂତ ତୂରୀଧ୍ଵନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ଵଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ସ୍ଖଳିତ ହୋଇ ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା; Gade chapit laଓଡିଆ ବାଇବେଲ10 ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା; Gade chapit laପବିତ୍ର ବାଇବଲ (CL) NT (BSI)10 ତାହାପରେ ତୃତୀୟ ଦୂତ ତାଙ୍କର ତୂରୀ ବଜାଇଲେ। ସଙ୍ଗେ ସଙ୍ଗେ ଆକାଶରୁ ମଶାଲ ପରି ଏକ ବୃହତ୍ ଜଳନ୍ତା ନକ୍ଷତ୍ର ସମସ୍ତ ନଦୀ ଓ ଝରଣାମାନଙ୍କର ଏକ ତୃତୀୟାଂଶ ଉପରେ ଖସି ପଡ଼ିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା; Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”