ପ୍ରକାଶିତ 8:12 - ପବିତ୍ର ବାଇବଲ12 ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଚତୁର୍ଥ ଦୂତ ତୂରୀଧ୍ଵନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ତଦ୍ରୂପ ହେଲା। Gade chapit laଓଡିଆ ବାଇବେଲ12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା । Gade chapit laପବିତ୍ର ବାଇବଲ (CL) NT (BSI)12 ତା’ପରେ ଚତୁର୍ଥ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ, ସୂର୍ଯ୍ୟର ଏକ ତୃତୀୟାଂଶ, ଚନ୍ଦ୍ରର ଏକ ତୃତୀୟାଂଶ ଓ ନକ୍ଷତ୍ରଗୁଡ଼ିକର ଏକ ତୃତୀୟାଂଶ ବିନଷ୍ଟ ହେଲା। ତେଣୁ ଆଲୋକର ଏକ ତୃତୀୟାଂଶ ଉଜ୍ଜ୍ୱଳତା କମିଗଲା। ଫଳରେ ଦିନର ଏକ ତୃତୀୟାଂଶ ଏବଂ ରାତ୍ରିର ଏକ ତୃତୀୟାଂଶ ଆଲୋକରହିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା। Gade chapit la |