ପ୍ରକାଶିତ 8:8 - ପବିତ୍ର ବାଇବଲ8 ଦ୍ୱିତୀୟ ସ୍ୱର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ୱଳନ୍ତ ପର୍ବତ ପରି ଦିଶୁଥିବା ଏକ ବସ୍ତୁ ସମୁଦ୍ରରେ ପଡ଼ିଲା। ଏହା ଦ୍ୱାରା ସମୁଦ୍ରର ଏକ ତୃତୀୟାଂଶ ଜଳ ରକ୍ତରେ ପୂର୍ଣ୍ଣ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଦ୍ଵିତୀୟ ଦୂତ ତୂରୀଧ୍ଵନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ଵଳିତ ଗୋଟିଏ ପ୍ରକାଣ୍ତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit laଓଡିଆ ବାଇବେଲ8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit laପବିତ୍ର ବାଇବଲ (CL) NT (BSI)8 ତା’ପରେ ଦ୍ୱିତୀୟ ଦୂତ ତାଙ୍କର ତୂରୀ ବଜାଇବା କ୍ଷଣି ପର୍ବତ ପରି ଗୋଟିଏ ପ୍ରକାଣ୍ଡ ପଦାର୍ଥ ସମୁଦ୍ରରେ ନିକ୍ଷିପ୍ତ ହେଲା ଓ ସମୁଦ୍ରର ଏକ ତୃତୀୟାଂଶ ରକ୍ତରେ ପରିଣତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, Gade chapit la |
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”