ପ୍ରକାଶିତ 8:9 - ପବିତ୍ର ବାଇବଲ9 ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit laଓଡିଆ ବାଇବେଲ9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)9 ସମୁଦ୍ର ପ୍ରାଣୀମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମରିଗଲେ ଏବଂ ସମୁଦ୍ରରେ ଥିବା ଜାହାଜଗୁଡ଼ିକର ଏକ ତୃତୀୟାଂଶ ଧ୍ୱଂସ ପାଇଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”