Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:12 - ପବିତ୍ର ବାଇବଲ

12 ପ୍ରଥମ କ୍ଳେଶଟି ଶେଷ ହୋଇଗଲା, ଏହା ପରେ ଆହୁରି ଦୁଇଟି ବଡ଼ କ୍ଳେଶ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହା ପରେ ଆଉ ଦୁଇଟି ସନ୍ତାପ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

12 ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଦେଖ, ପ୍ରଥମ ବିପର୍ଯ୍ୟୟର ଅବସାନ ହୋଇଛି। ଏହାପରେ ଆହୁରି ଦୁଇଟି ଭୟାବହ ବିପତ୍ତି ମାଡ଼ି ଆସିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।

Gade chapit la Kopi




ପ୍ରକାଶିତ 9:12
4 Referans Kwoze  

ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।


ମୁଁ ସେତେବେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜୋର୍‌‌ରେ କହିଲା, “ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଳେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।”


Swiv nou:

Piblisite


Piblisite