ରୋମୀୟ 1:12 - ପବିତ୍ର ବାଇବଲ12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ଵାସ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ। Gade chapit laଓଡିଆ ବାଇବେଲ12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)12 ଏହା ଦ୍ୱାରା ଆମେ ପରସ୍ପରର ବିଶ୍ୱାସକୁ ଦୃଢ଼ କରିପାରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ। Gade chapit la |
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।