ରୋମୀୟ 1:14 - ପବିତ୍ର ବାଇବଲ14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ। Gade chapit laଓଡିଆ ବାଇବେଲ14 ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ । Gade chapit laପବିତ୍ର ବାଇବଲ (CL) NT (BSI)14 କାରଣ ସଭ୍ୟ, ଅସଭ୍ୟ, ଶିକ୍ଷିତ, ଅଶିକ୍ଷିତ ପ୍ରଭୃତି ସବୁ ଶ୍ରେଣୀର ଲୋକମାନଙ୍କ ପ୍ରତି ମୋର ଦାୟିତ୍ୱ ରହିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ। Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।