ରୋମୀୟ 1:23 - ପବିତ୍ର ବାଇବଲ23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି, ଅକ୍ଷୟ ଈଶ୍ଵରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ। Gade chapit laଓଡିଆ ବାଇବେଲ23 ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)23 ଅନନ୍ତ ଈଶ୍ୱରଙ୍କୁ ପୂଜା ନ କରି ସେମାନେ ମର ମନୁଷ୍ୟ, ପଶୁ ପକ୍ଷୀ କିଅବା ସର୍ପାକୃତି ପ୍ରତିମା ନିର୍ମାଣ କରି ସେଗୁଡ଼ିକୁ ପୂଜା କରୁଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ। Gade chapit la |
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।