ରୋମୀୟ 1:25 - ପବିତ୍ର ବାଇବଲ25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍। Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ସେମାନେ ଈଶ୍ଵରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସ୍ରଷ୍ଟାଙ୍କ ପରିବର୍ତ୍ତେ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ; ସେ ଯୁଗେ ଯୁଗେ ଧନ୍ୟ। ଆମେନ୍। Gade chapit laଓଡିଆ ବାଇବେଲ25 କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)25 ସେମାନେ ଈଶ୍ୱରଙ୍କ ବିଷୟରେ ସତ୍ୟ ବଦଳରେ ମିଥ୍ୟାର ଆଶ୍ରୟ ନେଉଛନ୍ତି। ଚିର ପ୍ରଶଂସ୍ୟ ସ୍ରଷ୍ଟାଙ୍କ ଉପାସନା ନ କରି, ସେମାନେ ସୃଷ୍ଟ ବସ୍ତୁମାନଙ୍କର ପୂଜା କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍। Gade chapit la |