ରୋମୀୟ 1:26 - ପବିତ୍ର ବାଇବଲ26 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଏହି କାରଣରୁ ଈଶ୍ଵର ସେମାନଙ୍କୁ ଜଘନ୍ୟ ପାପପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ଵାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ଵାଭାବିକ ବ୍ୟବହାର କଲେ, Gade chapit laଓଡିଆ ବାଇବେଲ26 ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, Gade chapit laପବିତ୍ର ବାଇବଲ (CL) NT (BSI)26 ସେମାନେ ଲଜ୍ଜାଜନକ ପାପ କାର୍ଯ୍ୟରେ ଲିପ୍ତ ରହିଥିବାରୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି, ସେମାନଙ୍କ ସ୍ତ୍ରୀ ଲୋକମାନେ ସ୍ୱାଭାବିକ ଯୌନକ୍ରିୟା ପରିବର୍ତ୍ତେ ଅସ୍ୱାଭାବିକ କାର୍ଯ୍ୟ ସବୁ କରୁଛନ୍ତି ଓ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।